This browser does not support the video element.
ସଦର: ଭବାନୀପାଟଣା ଟାଉନ ହଲ ଠାରେ ନବ ନିଯୁକ୍ତ ଜିଲ୍ଲା ବିଜେଡି ସଭାପତି ତଥା ଲାଞ୍ଜିଗଡ଼ ବିଧାୟକଙ୍କୁ ଜିଲ୍ଲା ବିଜେଡି ପକ୍ଷରୁ ସମ୍ବର୍ଦ୍ଧନା
Sadar, Kalahandi | Sep 5, 2025
ନବ ନିଯୁକ୍ତ ଜିଲ୍ଲା ବିଜେଡି ସଭାପତି ତଥା ଲାଞ୍ଜିଗଡ଼ ବିଧାୟକଙ୍କୁ ଜିଲ୍ଲା ବିଜେଡି ପକ୍ଷରୁ ସମ୍ବର୍ଦ୍ଧନା କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି ତଥା ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କୁ ଭବାନୀପାଟଣା ଟାଉନ ହଲ ଠାରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି । ଜିଲ୍ଲା ବିଜୁ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରେଲୱେ ଷ୍ଟେସନ ଛକ ଠାରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ବାହାରି ଭବାନୀପାଟଣା ସହର ପରିକ୍ରମା କରି ମାଁ ମାଣିକେଶ୍ଵରୀ ମନ୍ଦିର ନିକଟରେ ପହଞ୍ଚିଥିଲା । ପରେ ମାଁ ମାଣିକେଶ୍ଵରୀ ମନ୍ଦିର ଠାରୁ ଏକ ଶୋଭାଯାତ୍ରାରେ ବାହାରି ସମସ୍ତ ନେତୃମଣ୍ଡଳୀ ସଭାରେ ଯୋଗଦେଇଥିଲେ l ଏନେଇ