Download Now Banner

This browser does not support the video element.

କାମାକ୍ଷାନଗର: କାମାକ୍ଷାନଗର ଅନନ୍ତପୁର ଠାରେ ରବିବାର ୧ଟାରେ ପରିବେଶ ପଂଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ଉପସ୍ଥିତ ରହିଲେ ବିଧାୟକ ଶତ୍ରୁଘନ ଜେନା

Kamakshyanagar, Dhenkanal | Aug 31, 2025
କାମାକ୍ଷାନଗର ଅନନ୍ତପୁର ଠାରେ ରବିବାର ୧ଟାରେ ପରିବେଶ ପଂଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ଉପସ୍ଥିତ ରହିଲେ ବିଧାୟକ ଶତ୍ରୁଘନ ଜେନା ।ପରିବେଶ ପାଇଁ ସମସ୍ତେ ଚିନ୍ତା କରିବା ଆବଶ୍ୟକ ଅଛି ଯାହାକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗର ଅନନ୍ତପୁର ଠାରେ ପରିବେଶ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି ।ଏଠାରେ କାମାକ୍ଷାନଗର ବିଧାୟକ ଶତ୍ରୁଘନ ଜେନା ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଏହା ଉପରେ ଆଲୋଚନା କରିଥିଲେ ।ଏଠାରେ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us