Download Now Banner

This browser does not support the video element.

ପୋଡିଆ: ପଡିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ ବିଶେଷଜ୍ଞ ଶିବିର ଅନୁଷ୍ଠିତ

Podia, Malkangiri | Sep 23, 2025
ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସଦର ମହକୁମାରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ବ୍ଲକ ସ୍ତରୀୟ ଆଜି ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ ବିଶେଷଜ୍ଞ ଶିବିର ର ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଅଧିକାରୀ ଓ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us