Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଜିଲ୍ଳା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ ଶିବିର ଉଦଯାପିତ

Paralakhemundi, Gajapati | Sep 8, 2025
ଜିଲ୍ଳା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ ଶିବିର ଉଦଯାପିତ । ଜିଲ୍ଳା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ୍ କାର୍ଯକ୍ରମ ଉଦଯାପିତା ହୋଇ ଯାଇଛି । ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶ୍ରୀ ଅଂଶୁମାନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି। ଏହି ତାଲିମ୍ ରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପ ରିଷଦ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ମଙ୍ଗଳ ଅଧିକାରୀ ସୋଲମନ ରାଇକା ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us