Download Now Banner

This browser does not support the video element.

ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ

Sambalpur M, Sambalpur | Sep 13, 2025
ସମ୍ବଲପୁର ବିଶ୍ୱବିଦ୍ୟାଳୟ ର ଆଜି 35 ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଓଡିଶାର ମହାମହିମ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ହରିବାବୁ କମ୍ଭମପତି, ଯୋଗ ଦେଇଥିଲେ l ମୂଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମ୍ମାନିତ ଅତିଥି ଭାବେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ, ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତ୍ତି ରାଜ ମନ୍ତ୍ରୀ ରବି ନାଏକ ଉପସ୍ଥିତ ଥିଲେ l ଏହି ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ଡକ୍ଟ୍ରିରିଏଟଡିଗ୍ରୀ ତଥା କିଛି ଛାତ୍ର ଛାତ୍ରୀଙ୍କୁ ମେଡାଲ ସହ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା l
Read More News
T & CPrivacy PolicyContact Us