Download Now Banner

This browser does not support the video element.

ଲାଞ୍ଜିଗଡ: ପିଣ୍ଡାପଦର ଠାରେ ଥୁଆମୁଳ ରାମପୁର ତାଲୁକ ଆଇନ୍ ସେବା ସମିତି ପକ୍ଷରୁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Lanjigarh, Kalahandi | Aug 26, 2025
ମଙ୍ଗଳବାର କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତର ପିଣ୍ଡାପଦର ଠାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଜନ କଲ୍ୟାଣ ଯୋଜନା ସମ୍ବନ୍ଧରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଥୁଆମୂଳ ରାମପୁର ତାଲୁକ ଆଇନ୍ ସେବା ସମିତି ଦ୍ବାରା ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ବିଭାଗ ଦ୍ବାରା ସମ୍ପାଦିତ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ଅବଗତ କରାଇଥିଲେ।
Read More News
T & CPrivacy PolicyContact Us