This browser does not support the video element.
ନାକଟିଦେଉଳ: ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୩ ତମ ପ୍ରତିଷ୍ଠା ଉସ୍ଚବ ପାଳିତ
Naktideul, Sambalpur | Sep 5, 2025
ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶୁକ୍ରବାର ସକାଳେ ବିଦ୍ୟାଳୟର ୪୩ ତମ ପ୍ରତିଷ୍ଠା ଉସ୍ଚବ ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳର ଅଧ୍ୟକ୍ଷ ହେମାନନ୍ଦ ପ୍ରଧାନ ସେ, ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ , ବକ୍ତା ଭାବେ ଭୀମଭୋଇ ମହାବିଦ୍ୟାଳୟର ଅଧ୍ୟାପକ ଡଃ ମନୋରଞ୍ଜନ ମହନ୍ତ, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ସ୍ଵରୁପା ରାଣୀ ସାହୁ , ସରପଞ ଜିତେନ୍ଦ୍ର କୁମାର ସାହୁ ଯୋଗଦେଇଥିଲେ ।