Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ସହରର ବିଭିନ୍ନ ସ୍ଥାନ ପରିଦର୍ଶନ କରି ଉନ୍ନୟନମୂଳକ କାର୍ଯ୍ୟ ସହ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

Koraput Town, Koraput | Sep 1, 2025
କୋରାପୁଟ ସହରର ବିଭିନ୍ନ ସ୍ଥାନରେ ଉନ୍ନୟନମୂଳକ କାର୍ଯ୍ୟ ସହ ସୌନ୍ଦର୍ଯ୍ୟକରଣକୁ ନେଇ ସ୍ଥିତି ଅନୁଧ୍ୟାନ କଲେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ । ଆଜି ସନ୍ଧ୍ୟା ୫ଘଣ୍ଟା ସମୟରେ ପରିଦର୍ଶନ ସମୟରେ କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ, ସହକାରୀ ଯନ୍ତ୍ରୀ ମନୋଜ ପାତ୍ର ଏବଂ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ଯୋଗଦେଇ ଥିଲେ।
Read More News
T & CPrivacy PolicyContact Us