Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ମହାରାଜପୁର ସ୍ଥିତ ଏମସିଏଏମ କଲେଜ ପରିସରରେ ବିଶିଷ୍ଟ ସର୍ବୋଦୟ ନେତା ସ୍ୱର୍ଗତଃ ପ୍ରଶାନ୍ତ ମହାନ୍ତିଙ୍କ ୮୫ ତମ ଜୟନ୍ତୀ ପାଳିତ
Baripada M, Mayurbhanj | Aug 24, 2025
ବିଶିଷ୍ଟ ସର୍ବୋଦୟ ନେତା ସ୍ୱର୍ଗତଃ ପ୍ରଶାନ୍ତ ମହାନ୍ତିଙ୍କ ୮୫ ତମ ଜୟନ୍ତୀ ଉତ୍ସବ ଓଡ଼ିଆ ଜାଗରଣ ମଞ୍ଚ, ମୟୁରଭଞ୍ଜ କଲେଜ ଅଫ ଏକାଉଟେନସି ଏଣ୍ଡ ମେନେଜ ମେଣ୍ଟ ଏବଂ ବିନୋବା ସ୍ମାରକ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ମହାରାଜପୁର ସ୍ଥିତ ଏମସିଏଏମ କଲେଜ ପରିସରରେ ରବିବାର ପାଳିତ ହୋଇ ଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!