Download Now Banner

This browser does not support the video element.

ଢେଙ୍କାନାଳ ସଦର: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

Dhenkanal Sadar, Dhenkanal | Sep 9, 2025
ଢେଙ୍କାନାଳ ଆଜି ପୂର୍ବାହ୍ନ ୧୧ଟା ୩୦ମିରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଶହୀଦ ବାଜିରାଉତଙ୍କ ଶତବାର୍ଷିକୀ ଜନ୍ମ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଇଯାଇଛି l ଏହି ବୈଠକରେ ଯୋଗଦେଇ ମାନ୍ୟବର ମନ୍ତ୍ରୀ ଶହୀଦ ବାଜି ରାଉତଙ୍କ ଢେଙ୍କାନାଳ ମାଟି ପାଇଁ ଥିବା ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ ଓ କିଭଳି ତାଙ୍କର ଜନ୍ମ ଜୟନ୍ତୀକୁ ମହା ଆଡମ୍ବର ସହ ପାଳନ କରାଯିବ ସେ ନେଇ ଆଲୋଚନା କରିଥିଲେ l
Read More News
T & CPrivacy PolicyContact Us