This browser does not support the video element.
କୋରାପୁଟ ସହର: କୋରାପୁଟ ବାଇପାସ୍ ନିର୍ମାଣ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସ୍ଵତନ୍ତ୍ର ବୈଠକ
Koraput Town, Koraput | Aug 25, 2025
କୋରାପୁଟ ବାଇପାସ୍ ନିର୍ମାଣ ନେଇ କୋରାପୁଟ ଜିଲ୍ଲାପାଳ କାର୍ଯ୍ୟଳୟ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ସୋମବାର ରାତି ୮ଟା ସମୟରେ ଆୟୋଜିତ ବୈଠକରେ କୋରାପୁଟ ବିଧାୟକ ରଘୁରାମ ମାଛ,ମୁନସିପାଲଟି ଚେୟାରମେନ ଲଲାଟ ରଞ୍ଜନ ସେଠୀ ,ବ୍ଳକ ଚେୟାରମେନ ନମିତା ମାଝୀ,ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ ପ୍ରମୁଖ ଉପସ୍ଥିତ ଥିଲେ।