This browser does not support the video element.
ଆସିକା: ବାଙ୍ଗରଡ଼ା ପଞ୍ଚାୟତ ରେ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
Asika, Ganjam | Oct 6, 2025
ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ୍ ବାଙ୍ଗରଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବାଙ୍ଗରଡ଼ା ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମର ଜନସାଧାରଣ ଯୋଗ ଦେଇ ନିଜ ନିଜର ସମସ୍ୟାକୁ ପ୍ରଶାସନିକ ଅଧିକାରୀଙ୍କ ପାଖରେ ଜଣାଇଥିଲେ l ଏହି ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ରେ ବିଡ଼ିଓ ଲିପିନା ଦାଶ, ତହସିଲଦାରସଙ୍ଗୀତା ସେନ ପ୍ରମୁଖ ଯୋଗଦେଇଥିଲେ l