This browser does not support the video element.
ଅନୁଗୋଳ: ଶିପୁର ଗ୍ରାମ ନିକଟରେ ଆମ୍ବୁଲାନ୍ସ ଦୁର୍ଘଟଣା
Anugul, Angul | Sep 9, 2025
ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ଅନ୍ତର୍ଗତ ଶିପୂର ଗ୍ରାମ ନିକଟରେ ଗୋଟିଏ ଆମ୍ବୁଲାନ୍ସ ଦୁର୍ଘଟଣା ହୋଇଛି।ଦୁର୍ଘଟଣା କାହିଁକି ହେଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡ଼ି ନଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଶବ ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।