Download Now Banner

This browser does not support the video element.

କାମାକ୍ଷାନଗର: କାମାକ୍ଷାନଗର ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ବୁଧବାର ୪ଟାରେ ସଂଘ ଶତାବ୍ଦୀ ସ୍ୱାଗତ ସମାରୋହ ଉତ୍ସବ ଅନୁଷ୍ଠିତ

Kamakshyanagar, Dhenkanal | Oct 1, 2025
କାମାକ୍ଷାନଗର ଉପଖଣ୍ଡ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ବୁଧବାର ୪ଟାରେ ସଂଘ ଶତାବ୍ଦୀ ସ୍ୱାଗତ ସମାରୋହ ଉତ୍ସବ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଅନୁଷ୍ଠିତ ଉପସ୍ଥିତ ରହିଲେ ବିଧାୟକ ଶତ୍ରୁଘନ ଜେନା ।ଢେଙ୍କାନାଳ ଜିଲା କାମାକ୍ଷାନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସଂଘ ଶତାବ୍ଦୀ ସ୍ୱାଗତ ସମାରୋହ ଉତ୍ସବ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି ।ଏଠାରେ ବିଧାୟକ ଶତ୍ରୁଘନ ଜେନାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।ଏହି ପରିପ୍ରେକ୍ଷୀରେ ବଜାର ପରିକ୍ରମା ମଧ୍ୟ କରାଯାଇଥିଲା ।
Read More News
T & CPrivacy PolicyContact Us