Install App
pmadhabadas
This browser does not support the video element.
ଅନୁଗୋଳ: ଦିନଦୟାଲ ନଗର ଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରି ଆଲୋଚନା କଲେ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ
Anugul, Angul | Aug 28, 2024
ଅନୁଗୋଳ ଜିଲ୍ଲା ଦିନଦୟାଲ ନଗର ଠାରେ ବୁଧବାର ଅପରାହ୍ନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରି ଆଲୋଚନା କଲେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର l ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର ଡ଼ଃ ପ୍ରଧାନଙ୍କ ଆଶୀର୍ବାଦ ନେବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ l ପ୍ରଥମେ ଡ଼ଃ ପ୍ରଧାନ ରାଜ୍ୟ ମନ୍ତ୍ରୀ ଶ୍ରୀ ପାତ୍ରଙ୍କୁ ଉତ୍ତରୀୟ ଓ ଟୋପି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!