Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲଘୁଚାପ ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 5, 2025
ଲଘୁଚାପ ପ୍ରଭାବରେ କାଲି ପର୍ଯ୍ୟନ୍ତ କାଚିବ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ସେପଟେ ବକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟରେ ସକ୍ରିୟ ରହିଛି । ଯାହା ଫଳାରେ ବିଭିନ୍ନ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ଘଡ଼ଘଡ଼ି ବର୍ଷା ହୋଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!