Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ହାଇସ୍କୁଲ ଏନପିଏସ ଶିକ୍ଷକଙ୍କ ଧାରଣା
Baripada M, Mayurbhanj | Sep 13, 2025
ମୟୁରଭଞ୍ଜ ସରକାରୀ ହାଇସ୍କୁଲ ଏନପିଏସ ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କ ବିଭିନ୍ନ ଦାବି ନେଇ ଶନିବାର ଅପରାହ୍ନ ପ୍ରାୟ ୩ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଏହାସହିତ ଜିଲ୍ଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!