Download Now Banner

This browser does not support the video element.

ରାଜଗାଙ୍ଗପୁର: କୁତ୍ରା କଲ୍ୟାଣ ମଣ୍ଡପ ଠାରେ କିସାନ ସମାଜ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ

Rajagangapur, Sundargarh | Sep 21, 2025
ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା କଲ୍ୟାଣ ମଣ୍ଡପ ଠାରେ ଆଜି କିସାନ ସମାଜ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏ‌ହି କାର୍ଯ୍ୟକ୍ରମ ରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ବ୍ଳକର ସମାଜର ବରିଷ୍ଠ କାର୍ଯ୍ୟକର୍ତ୍ତା ମାନେ ଅଂଶଗ୍ରହଣ କରିଥିଲେ। ସମାଜର ଜିଲ୍ଲା ସଭାପତି ଦେବେନ୍ଦ୍ର ପ୍ରସାଦ ମାଝୀଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
Read More News
T & CPrivacy PolicyContact Us