Download Now Banner

This browser does not support the video element.

ବୌଦ୍ଧ ସଦର: ଛତ୍ରଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

Baudh Sadar, Boudh (Bauda) | Aug 25, 2025
ସୋମବାର ଦିନ ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକଙ୍କ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରୁଥିବା ଦେଖିବାକୁ ମିଳିଛି l ସେହିପରି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଶିବିରରେ ଉପସ୍ଥିତ ରହି ସମସ୍ୟା ସମାଧାନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି l
Read More News
T & CPrivacy PolicyContact Us