Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବରୁଣେଇରେ ସାଇନ୍ସ ସିଟି ପ୍ରତିଷ୍ଠା ପ୍ରସଙ୍ଗରେ ଭୁବନେଶ୍ୱର 6ନଂ ଠାରେ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସାମ୍ବାଦିକ ସମ୍ମିଳନୀ
Bhubaneswar M Corp, Khordha | Sep 6, 2025
ପୂର୍ବତନ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା କହିଛନ୍ତି, ରାଜ୍ୟର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖୋର୍ଦ୍ଧା ଠାରେ ସାଇନ୍ସ ସିଟି ପ୍ରତିଷ୍ଠା ହେବ ବୋଲି କରିଥିବା ଘୋଷଣା ବାସ୍ତବରେ ନବୀନ ସରକାରଙ୍କ ସମୟରେ ରୂପ ଦିଆଯାଇଥିଲା । ଖୋର୍ଦ୍ଧା ନିକଟବର୍ତ୍ତୀ ବରୁଣେଇ ଅଞ୍ଚଳରେ, ୫୦ ଏକର ଜମିରେ ସାଇନ୍ସ ସିଟି ନିର୍ମାଣ କରିବା ପାଇଁ ନବୀନ ସରକାର ନୀତିଗତ ଭାବେ ନିଷ୍ପତ୍ତି ନେବା ସହିତ ଆବଶ୍ୟକୀୟ ଜମି ପ୍ରଦାନ କରାଯାଇଥିଲା । ସେହିପରି, ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ସାଇନ୍ସ ପାର୍କ କମ୍ ପ୍ଲାନେଟୋରିଅମ ପ୍ରତିଷ୍ଠା ହେବା ପାଇଁ ନିଷ୍ପତ୍ତି ହୋଇଥିଲା ।
Share
Read More News
T & C
Privacy Policy
Contact Us
Your browser does not support JavaScript!