Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଶ୍ରୀମନ୍ଦିରରେ ଅନ୍ଧ ହାତୀ ପ୍ରସ୍ତାବ ନୀତି ଅନୁଷ୍ଠିତ l

Puri M, Puri | Aug 26, 2025
ଶ୍ରୀମନ୍ଦିରରେ ଅନ୍ଧ ହାତୀ ପ୍ରସ୍ତାବ lଭାଦ୍ରବ ଶୁକ୍ଳ ତୃତୀୟା ତିଥିରେ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କର ଅନ୍ଧ ମନ୍ଦିର ହାତୀ ପ୍ରସ୍ତାବ ଅନୁଷ୍ଠିତ ହୋଇଥାଏ । ବାସେଳୀ ସାହି ଏହି ଅନ୍ଧ ମନ୍ଦିର ହାତୀ ର ପ୍ରସ୍ତାବ କରିଥାନ୍ତି। ସନ୍ଧ୍ୟା ଆଳତି ବଢିବା ପରେ ଦକ୍ଷିଣୀ ଘରୁ ରାମକୃଷ୍ଣ ରତ୍ନ ସିଂହାସନକୁ ବିଜେ କରିବେ । ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ମହାଜନ ସେବକଙ୍କ ହସ୍ତରେ ବଟମୂଳ ନିକଟରେ ଥିବା ପାଲିଙ୍କିରେ ବିଜେ କରିବେ । ପରେ ବିମାନବଡୁ ସେବକମାନେ ଠାକୁରଙ୍କୁ ସିଂହଦ୍ୱାର ଦେଇ ବଡ଼ ଛତା ମଠ ସମ୍ମୁଖକୁ ନେବେ ।
Read More News
T & CPrivacy PolicyContact Us