Download Now Banner

This browser does not support the video element.

କେନ୍ଦୁଝର ସହର: ବିଜେପି ଜିଲ୍ଳା କାର୍ଯ୍ୟାଳୟ ଠାରେ ବିଜେପି ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ

Kendujhar Town, Kendujhar | Sep 4, 2025
କେନ୍ଦୁଝର ବିଜେପି ଜିଲ୍ଳା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ଶୁକଦେବ ମହାନ୍ତ ଏବଂ ତେଲକୋଇ ବିଧାୟକ ଡ଼ା. ଫକୀର ମୋହନ ନାଏକ ଙ୍କ ଉପସ୍ଥିତିରେ ତେଲକୋଇ ନିର୍ବାଚନ ମଣ୍ଡଳୀର ପ୍ରମୁଖ କାର୍ଯ୍ୟକର୍ତ୍ତା ଙ୍କ ଏକ ସାଙ୍ଗଠାନିକ ବୈଠକ ଅନୁଷ୍ଠିତ । ବହୁ କର୍ମୀ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us