Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣୀ

Baleshwar M, Balasore | Sep 1, 2025
ସୋମବାର ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ବାଲେଶ୍ଵର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜିଲ୍ଲାପାଳ ଓ ଏସପି ଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ,ଅତିରିକ୍ତ ଜିଲ୍ଲାପାଳ ହେମନ୍ତ ସିଂ,ଉପଜିଲ୍ଲାପାଳ ଶିବ ମାଲବ୍ୟ,ଜିଲ୍ଲାପରିଷଦ ସି ଡ଼ି ଓ ସଞ୍ଜୟ ରାଉତ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଭାତ କୁମାର ବେହେରା ଯୋଗ ଦେଇ ଅଭିଯୋଗ ଶୁଣାଣି କରିଥିଲେ।
Read More News
T & CPrivacy PolicyContact Us