This browser does not support the video element.
କେଗାଁଓ: କରଞ୍ଜକୋଟ ଠାରେ କଂଗ୍ରେସ ଦଳର ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Kegaon, Kalahandi | Sep 5, 2025
ଆଜି.୫ ତାରିଖ ସକାଳ 11.30 ରୁ ଅପରାହ୍ନ 5ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ କରଞ୍ଜକୋଟଠାରେ କଂଗ୍ରେସ ଦଳର ସଂଗଠନ ସୃଜନ ଅଭିଯାନକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ନଉକେଶ୍ୱର ପୁଟେଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ଶଖେ ମସ୍ତାନ ଅଲ୍ଲୀ,ସମ୍ମାନିତ ଅତିଥି ଭାବେ ପିସିସି ପର୍ଯ୍ୟବେକ୍ଷକ ଫକିର ଜଗତ,ଜିଲ୍ଲା ସଂଯୋଜକ ଜଳନ୍ଧର ନାଏକ ପ୍ରମୁଖ ଉପସ୍ଥିତ ରହି କଂଗ୍ରେସ ଦଳର ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ବିଷୟର କହିଥିଲେ