This browser does not support the video element.
କୋରାପୁଟ ସହର: କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆକାଂକ୍ଷା ଜିଲ୍ଲା କାର୍ଯ୍ୟକ୍ରମ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ
Koraput Town, Koraput | Aug 22, 2025
କୋରାପୁଟ ଜିଲ୍ଲାପାଳ କାର୍ଯ୍ୟଳୟ ସଭାଗୃହ ଠାରେ ଆଜି ଦିନ ୧୨ଘଣ୍ଟା ସମୟରେ ଆକାଂକ୍ଷା ଜିଲ୍ଲା ଯୋଜନା ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ପକ୍ଷରୁ ଆକାଂକ୍ଷା ଜିଲ୍ଲାରେ ଚାଲୁଥିବା ବିଭିନ୍ନ ଯୋଜନା ଉପରେ ଆଲୋଚନା ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ପ୍ରବେଶନାରି ଆଇଏଏସ ସନ୍ତୋଷ କୁମାର ପାତ୍ର, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ସହ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।