This browser does not support the video element.
ବୌଦ୍ଧ ସଦର: ମର୍ଜାକୁଦ ଠାରେ ବିଶ୍ବ ପରିବେଶ ଦିବସ ଅବସରରେ ପଥପାର୍ଶ୍ବ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲାପାଳ
Baudh Sadar, Boudh (Bauda) | Jun 5, 2025
ଗୁରୁବାର ବନ ବିଭାଗ ପକ୍ଷରୁ ମର୍ଜାକୁଦ ଠାରେ ବିଶ୍ବ ପରିବେଶ ଦିବସ ଅବସରରେ ପଥପାର୍ଶ୍ବ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ବୌଦ୍ଧ ବନ ଖଣ୍ଡ ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | ବନ ଖଣ୍ଡ ଅଧିକାରୀ ଦେବ ପ୍ରିୟ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ସହକାରୀ ବନ ସଂରକ୍ଷକ ମୀନାକ୍ଷୀ କୁମୁରା ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ |