Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ସର୍କିଟ ହାଉସ ଠାରେ ପୁରୀ ଜିଲ୍ଲା ର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ର ସମୀକ୍ଷା କଲେ ନୋଡାଲ ସଚିବ l

Puri M, Puri | Sep 13, 2025
ପୁରୀ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ର ସମୀକ୍ଷା କଲେ ନୋଡାଲ ସଚିବ l ପୁରୀ ଜିଲ୍ଲା ଦାୟିତ୍ୱ ରେ ଥିବା ନୋଡାଲ ସଚିବ ତଥା ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ ଆଜି ପୂର୍ବାହ୍ନ 11 ରେ ପୁରୀ ସ୍ବତନ୍ତ୍ର ସର୍କିଟ ହାଉସ ଠାରେ ପୁରୀ ଜିଲ୍ଲାର ସ୍ଥିତି ଓ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ସମୀକ୍ଷା କରିଛନ୍ତି।ସରକାର ଲୋକ ମାନଙ୍କ ମୌଳିକ ଆବଶ୍ୟକତା ପୂରଣ ସହ ସେମାନଙ୍କ ବିକାଶ ପାଇଁ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଥାନ୍ତି।
Read More News
T & CPrivacy PolicyContact Us