This browser does not support the video element.
ପଟ୍ଟାଙ୍ଗୀ: ମାଳିବେଲଗାଁ ରେ ପଞ୍ଚାୟତ ସ୍ତରୀୟ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର।
Pottangi, Koraput | Aug 25, 2025
ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ କାର୍ଯ୍ୟାଳୟ ରେ ଆଜି ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୭ ଗୋଟି ବ୍ୟକ୍ତିଗତ ଓ ୮ ଗୋଟି ସାମୁହିକ ଏହିପରି ସମୁଦାୟ ୧୫ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବ୍ଲକ କାର୍ଯ୍ୟାଳୟ ତରଫରୁ ଅପରାହ୍ନ ୪.୩୦ଟା ସମୟରେ ସୂଚନା।