Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଖ୍ରୀଷ୍ଟିଆନ ହାଇସ୍କୁଲ ପଡିଆ ଠାରେ ଜିଲ୍ଲା ବିଦ୍ୟାଳୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟନ କଲେ ସଦର ବିଧାୟକ

Baleshwar M, Balasore | Sep 12, 2025
ସ୍ଥାନୀୟ ଖ୍ରୀଷ୍ଟିଆନ ହାଇସ୍କୁଲ ପଡିଆ ଠାରେ ଆଜି ପୂର୍ବାହ୍ନ ୧୧ଟା ରେ ଦୁଇ ଦିନିଆ ବାଲେଶ୍ଵର ଜିଲ୍ଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି।ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ତଥା ଜିଲ୍ଲା ବିଦ୍ୟାଳୟ କ୍ରୀଡ଼ା ସଂଗଠନ,ବାଲେଶ୍ଵର ପକ୍ଷରୁ ଆୟୋଜିତ ଏହି କ୍ରୀଡା ପ୍ରତିଯୋଗିତା ରେ ମୁଖ୍ୟ ଅତିଥି ଭାବେ ସଦର ବିଧାୟକ ମାନସ କୁମାର ଦତ୍ତ ଯୋଗଦେଇ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତଥା ସଭାପତି ସୁଧାକର ନାଏକ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ।ଜିଲ୍ଲା ଶିକ୍ଷାଧିକାରୀ ଡଃ ବସନ୍ତ କୁମାର ନାୟକ ସଭାରେ ଅଧ୍ୟକ୍ଷତା କରିଥିଲେ।
Read More News
T & CPrivacy PolicyContact Us