This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନବୀନ ନିବାସ ରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କୁ ଭେଟି ସ୍ୱାସ୍ଥ୍ୟ ଅବସ୍ଥା କଥା ପଚାରି ବୁଝିଲେ ରାଜ୍ୟପାଳ
Bhubaneswar M Corp, Khordha | Aug 25, 2025
ନବୀନ ନିବାସ ରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କୁ ଭେଟି ସ୍ୱାସ୍ଥ୍ୟ ଅବସ୍ଥା କଥା ପଚାରି ବୁଝିଲେ ରାଜ୍ୟପାଳ | ଆଜି 1.21ରେ ନବୀନ ନିବାସରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ। ବିଜେଡ଼ି ସୁପ୍ରିମୋଙ୍କୁ ସହ ୧୫ ମିନିଟ୍ ଧରି ଆଲୋଚନା କରିଥିଲେ। ଏଥି ସହିତ ଫଳ ଏବଂ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ନବୀନ ଡିହାଇଡ୍ରେସନ୍ ଯୋଗୁଁ ଅସୁସ୍ଥ ହୋଇ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତ୍ତି ହୋଇଥିଲେ । ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ।