Download Now Banner

This browser does not support the video element.

ନୟାଗଡ: ନୟାଗଡଠାରେ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନର ସାଙ୍ଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି

Nayagarh, Nayagarh | Sep 3, 2025
ନୟାଗଡ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନର ସାଙ୍ଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ଆସନ୍ତା ତିନି ବର୍ଷ ଅର୍ଥାତ ୨୦୨୫-୨୮ ବର୍ଷ ପାଇଁ ସଭାପତି ଭାବେ ପ୍ରହଲ୍ଲାଦ ସାହୁ ଓ ସମ୍ପାଦକ ଭାବେ ସନ୍ତୋଷ କୁମାର ନାୟକ ତୃତୀୟ ଥର ପାଇଁ ନିର୍ଦ୍ଦନ୍ଦରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ସଂଘ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ (UCDA)ସହିତ ଅନୁବନ୍ଧିତ ଜିଲ୍ଲା ସଂଘର କାର୍ଯ୍ୟକାରିଣୀ ସଭ୍ୟମାନଙ୍କୁ ନେଇ ଔଷଧ ବ୍ୟବସାୟୀ ସଙ୍ଘର ଏହି ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ରାଜ୍ୟର ପୂର୍ବତନ ସାଧାରଣ ସମ୍ପାଦ
Read More News
T & CPrivacy PolicyContact Us