This browser does not support the video element.
ନୂଆପଡା: ନେସନାଲ ମହାବିଦ୍ୟାଳୟ ସମ୍ମୁଖରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ
Nuapada, Nuapada | Sep 6, 2025
ଆଜି ଦିନ ଏଗାରଟା ସମୟରେ ନୂଆପଡ଼ା ଜିଲ୍ଲା ସଦର ମହକୁମା ନେସନାଲ ମହାବିଦ୍ୟାଳୟ ସମ୍ମୁଖରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏଥିରେ ପ୍ରାଧିକରଣ ର ସଚିବ ନାବନିତା ଦାସ ସରକାରୀ ଓକିଲ ତଥା ପ୍ରାଧିକରଣ ର ସଦସ୍ୟ ତ୍ରିଲୋକ ସୋନି ସଦର ବିଜ୍ଞାପିତ ଅଂଚଳ ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀନିବାସ ମିର୍ଦ୍ଧା ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ୧୫୦,କିଲୋ ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ ହୋଇଥିଲା।