Download Now Banner

This browser does not support the video element.

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ନ୍ୟାୟାଳୟ ପରିସରରେ ରଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

Kendrapara, Kendrapara | Sep 13, 2025
କେନ୍ଦ୍ରାପଡା ଜିଲ୍ଲା ନ୍ୟାୟାଳୟ ପରିସରରେ ରଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ l ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ନ୍ୟାୟାଳୟ ପରିସରରେ ଚଳିତବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ସେହିପରି ଆଳି,ରାଜନଗର,ପଟମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ମଧ୍ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି । ଏହି ଲୋକଅଦାଲତକୁ ଜିଲ୍ଲା ଏବଂ ଦୌରାଜଜ୍ ତଥା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀମତୀ ଲୁନା ମହାନ୍ତିଙ୍କ ପ୍ରତକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।
Read More News
T & CPrivacy PolicyContact Us