Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Aug 25, 2025
ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ। ଏହା ପ୍ରଭାବରେ ୨୯ ତାରିଖ ଯାଏ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!