This browser does not support the video element.
କେନ୍ଦୁଝର ସହର: ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ କେନ୍ଦୁଝର ଠାରେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ
Kendujhar Town, Kendujhar | Aug 31, 2025
ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଆଜି କେନ୍ଦୁଝରଠାରେ ଏକ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରିଥିବା ଏହି ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିଥିଲେ। ଶତାଧିକ ଛାତ୍ରଛାତ୍ରୀ, ଅଧିକାରୀ ଓ ସାଧାରଣ ଜନତା ସାଇକେଲ ଚଳାଇ ସହର ପରିକ୍ରମା କରି ସୁସ୍ଥ ଜୀବନଯାପନ ପାଇଁ କ୍ରୀଡ଼ା ଓ ଖେଳକୁଦକୁ ନିଜ ଜୀବନରେ ସାମିଲ କରିବାକୁ ସଚେତନତା ବାର୍ତ୍ତା ବାଣ୍ଟିଥିଲେ। ଅନ୍ୟମାନଙ୍କ ମଧ୍ୟରେ