Install App
arunkshadangi40
This browser does not support the video element.
ଜି ଉଦୟଗିରି: ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ
G Udayagiri, Kandhamal | Aug 26, 2025
ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ। ଦେବସ୍ମିତା ଶତପଥୀ,କାର୍ଯ୍ୟକାରୀ ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ସାହୁ ଙ୍କ ତଦ୍ୱବଧାନ ଏହି କାର୍ଯ୍ୟକ୍ରମ ରେ ଜି ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ର ସମସ୍ତ ଅନୁଷ୍ଠାନ ର କଳାକାର ମାନେ ଯୋଗ ଦେଇଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!