This browser does not support the video element.
ଖରିଆର: ନୂଆପଡା ଜିଲ୍ଲାପାଳଙ୍କ ସମ୍ମିଲନୀ କକ୍ଷରେ ସାମାଜିକ ସୁରକ୍ଷା ବିଭାଗ କାର୍ଯ୍ୟ ସମୀକ୍ଷା
Khariar, Nuapada | Sep 12, 2025
ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସାମାଜିକ ସୁରକ୍ଷା ବିଭାଗ ମାସିକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଆଜି ୬ ଟା ଯାଏଁ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ ବିଗତ ଦିନର କାର୍ଯ୍ୟକ୍ରମ ସମୀକ୍ଷା କରିବା ସହ ଆଗାମୀ କାର୍ଯ୍ୟାବଳୀ ସୂଚାରୁ ରୂପେ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ବୈଠକରେ ସାମାଜିକ ସୁରକ୍ଷା ବିଭାଗର ସମସ୍ତ ଯୋଜନା ଗୁଡିକ ଉପରେ ବିଶଦ ଭାବରେ ଆଲୋଚନା କରାଯାଇଥିଲା l