Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବିଏମସି ବୈଠକରେ ହଟ୍ଟଗୋଳ; ଧାରଣାରେ ବସି ପ୍ରତିକ୍ରିୟା ରଖିଲେ ୩୭ ନମ୍ବର ୱାର୍ଡ କର୍ପୋରେଟର ବନ୍ଦିତା ପାଲ
Bhubaneswar M Corp, Khordha | Sep 10, 2025
ଭୁବନେଶ୍ୱର ମହାନଗର ନିଗମର ସାଧାରଣ ପରିଷଦ ବୈଠକ ବେଳେ ହଟ୍ଟଗୋଳ । ବିଭିନ୍ନ ୱାର୍ଡ ସମସ୍ୟାକୁ ନେଇ ଚାଲିଥିବା ବୈଠକରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଯାହାକୁ ନେଇ ବୈଠକ ବର୍ଜନ କରିଛନ୍ତି ୩୭ ନମ୍ବର ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ବିଏମସି କାର୍ଯ୍ୟାଳୟ ବାହାରେ ଧାରଣାରେ ବସିଲେ ।ଗତ ତିନି ବର୍ଷ ହେଲା ବୈଠକ ବସୁଛି ହେଲେ ୱାର୍ଡର ଉନ୍ନତି କି ଲୋକଙ୍କ ସମସ୍ୟାର ସମାଧାନ ବାବଦରେ କିଛି ନିଷ୍ପତ୍ତି ନିଆଯାଉନି ।
Share
Read More News
T & C
Privacy Policy
Contact Us
Your browser does not support JavaScript!