Download Now Banner

This browser does not support the video element.

ବୌଦ୍ଧ ସଦର: ସଦଭାବନା ସଭାଗୃହ ଠାରେ ଜିଲ୍ଲା ଉନ୍ନୟନ ଦାୟିତ୍ବରେ ଥିବା ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜିଲ୍ଲା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ

Baudh Sadar, Boudh (Bauda) | Jun 4, 2025
ବୁଧବାର ଅପରାନ୍ହରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ଉନ୍ନୟନ ଦାୟିତ୍ବରେ ଥିବା ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜିଲ୍ଲା ଗସ୍ତକୁ ନେଇ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି l ଆସନ୍ତାକାଲି 5 ତାରିଖ ସନ୍ଧ୍ୟାରେ ମନ୍ତ୍ରୀ ଶ୍ରୀ ପାତ୍ର ବୌଦ୍ଧ ଗସ୍ତରେ ଆସି ଜିଲ୍ଲାର ଉନ୍ନୟନ ସମୀକ୍ଷା କରିବେ ଓ 6 ତାରିଖ ଦିନ କ୍ଷେତ୍ର ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି l
Read More News
T & CPrivacy PolicyContact Us