This browser does not support the video element.
କୋରାପୁଟ ସହର: କୋରାପୁଟ ସଦଭାବନା ସଭାଗୃହ ଠାରେ'ବେଟି ବଚାଓ ବେଟି ପଢ଼ାଓ' ସମ୍ପର୍କିତ ଜିଲ୍ଲାସ୍ତରୀୟ ସମନ୍ଵୟ ଓ ପରାମର୍ଶ ବୈଠକ
Koraput Town, Koraput | Sep 12, 2025
କୋରାପୁଟ ସଦଭାବନା ସଭାଗୃହ ଠାରେ ଆଜି ଦିନ ୩ଘଣ୍ଟା ସମୟରେ ବେଟି ବଚାଓ ବେଟି ପଢାଓ ସମ୍ପର୍କିତ ଜିଲ୍ଲା ସ୍ତରୀୟ ସମନ୍ୱୟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ କିଭଳି ଲୋକଙ୍କ ନିକଟରେ ପହଞ୍ଚାଇବା ସହ ସଚେତନତା ସୃଷ୍ଟି କରାଯିବ ସେନେଇ ଆଲୋଚନା ହୋଇଥିବା ଜଣାପଡିଛି।