Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ଜିଲ୍ଲାସ୍ତରୀୟ ଗୁରିଦିବସ ଭଦ୍ରକ ସରକାରୀ ଉଚ୍ଚ ବିଦ୍ୟାଳୟରେ ପାଳିତ, ଯୋଗଦେଲେ ଅତିରିକ୍ତ ଜିଲ୍ଲାପାଳ

Bhadrak Rural, Bhadrak | Sep 5, 2025
ଭଦ୍ରକ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ପାଳିତ ହୋଇଯାଇଛି,ଭଦ୍ରକ ଜିଲ୍ଲା ସ୍କୁଲ ପରିସରରେ ଆୟୋଜିତ ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରବିନାରାୟଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରି ଜଗବନ୍ଧୁ ସାହୁ ଯୋଗଦେଇଥିଲେ। ସମାରୋହରେ ମୋଟ 83 ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା, ଏହି ଖବର ଆଜି ଦିନ 1 ଘଟିକା ରେ ହସ୍ତଗତ ହୋଇଛି
Read More News
T & CPrivacy PolicyContact Us