This browser does not support the video element.
ନୟାଗଡ: ଗଣିଆ ବ୍ଲକ ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ, ଯୋଗଦେଲେ ଅତିରିକ୍ତ ଜିଲ୍ଲାପାଳ
Nayagarh, Nayagarh | Sep 8, 2025
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର,ଗଣିଆ ବ୍ଲକ ସଭା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଏସଡିପିଓ ମଦନମୋହନ ପ୍ରଧାନ,ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ପୁଷ୍ପା ନିଲିମା ଲାକ୍ରା,ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ ପ୍ରିତିବାଳା ରଣା,ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଉପାଧ୍ୟକ