This browser does not support the video element.
ନୟାଗଡ: ଖଣ୍ଡପଡ଼ା ବ୍ଲକ କାର୍ଯ୍ୟାଳୟ ପରିସର ର ସଭାଗୃହରେ ଏକାଦଶ ପଞ୍ଚାୟତ ସମିତି ସାଧାରଣ ଅଧିବେଶନରେ ଯୋଗଦେଲେ ବିଧାୟକ
Nayagarh, Nayagarh | Sep 4, 2025
ଖଣ୍ଡପଡ଼ା ବ୍ଲକ କାର୍ଯ୍ୟାଳୟ ପରିସର ର ସଭାଗୃହରେ ଏକାଦଶ ପଞ୍ଚାୟତ ସମିତି ସାଧାରଣ ଅଧିବେଶନରେ ଯୋଗଦେଲେ ବିଧାୟକ। ସୂଚନା ମୁତାବକ ଆଜି ପୂର୍ବାହ୍ନ 11 ଘଟିକା ସମୟରେ ଖଣ୍ଡପଡ଼ା ବ୍ଲକ କାର୍ଯ୍ୟାଳୟ ପରିସର ର ସଭାଗୃହରେ ଏକାଦଶ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ଗମନାଗମନ, ରାସନ କାର୍ଡ, ଭତ୍ତା, ଆବାସ ଯୋଜନା ବିଷୟରେ ବିଭାଗୀୟ ଅଧିକାରୀଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା।. ବୈଠକରେ ଖଣ୍ଡପଡ଼ା ବ୍ଲକ ଅଧ୍ୟକ୍ଷା ଉପମା ବେହେରା, ବିଡ଼ିଓ ଅଙ୍କୁର ଅଭିଳାଷ, ସାଂସଦଙ୍କ ବ୍ଲକ ପ୍ରତିନିଧି ଚନ୍ଦ୍ରକାନ୍ତ ବଳିଆର