Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ୟୁନିଟ -5ରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ ଓ ଯୌତୁକ ନିଷେଧ ଅଧିନିୟମ ପ୍ରଶିକ୍ଷଣ

Bhubaneswar M Corp, Khordha | Sep 9, 2025
ୟୁନିଟ -5ରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ ଓ ଯୌତୁକ ନିଷେଧ ଅଧିନିୟମ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ | ଆଜି 4.43ରେ ୟୁନିଟ -5ରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ ୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ ୧୯୬୧ ବିଷୟରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଲେ ଯେ ବିପଦ ସମୟରେ ଯିଏ ପାଖରେ ରହି ଆହା କହେ, ସେ ରକ୍ତ ସମ୍ପର୍କ ଠାରୁ ବି ଅଧିକ ନିଜର ।
Read More News
T & CPrivacy PolicyContact Us