Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଡୁମୁଡୁମା ଫେଜ-ଟୁରେ ଥିବା ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ଅଭବନୀୟ ଘଟଣା, ଛାତ୍ରୀ ଙ୍କୁ ମାଡ଼ ମାରି ଆଖି ପଠେଇ ଦେଇଥିବା ଅଭିଯୋଗ

Bhubaneswar M Corp, Khordha | Sep 3, 2025
ଡୁମୁଡୁମା ଫେଜ-ଟୁରେ ଥିବା ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ଅଭବନୀୟ ଘଟଣା, ଛାତ୍ରୀ ଙ୍କୁ ମାଡ଼ ମାରି ଆଖି ପଠେଇ ଦେଇଥିବା ଅଭିଯୋଗ | ଭୁବନେଶ୍ବର ଡୁମୁଡୁମା ଫେଜ-ଟୁରେ ଥିବା ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ଅଭବନୀୟ ଘଟଣା I ମାଡ଼ ମାରି ଆଖି ନଷ୍ଟ କରିଦେଲେ ଶିକ୍ଷୟତ୍ରୀ । ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି ଶିକ୍ଷୟିତ୍ରୀ I ଗଣିତ ଆସିଲାନି ବୋଲି ମାଡ଼ ମାରି ଆଖି ଫଟେଇ ଦେଇଥିବା ଅଭିଯୋଗ ହୋଇଛି I ୯ ବର୍ଷର ଝିଅକୁ ଏକ ସ୍ୱତନ୍ତ୍ର ଆଖି ଡାକ୍ତରଖାନାରେ ଚିକିତ୍ସା କରାଯାଇଛି । ଏନେଇ ଖଣ୍ଡଗିରି ଥାନାରେ ଆଜି 3.43ରେ ମାମଲା ରୁଜୁ ହୋଇଛି ।
Read More News
T & CPrivacy PolicyContact Us