Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଶ୍ରୀ ଜଗନ୍ନାଥ ଗ୍ରୁପ ଅଫ ଇନ୍ଷ୍ଟି ଚ୍ୟୁସନସ ଠାରେ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଯୋଗଦେଲେ ସାଂସଦ

Baleshwar M, Balasore | Aug 31, 2025
ବାଲେଶ୍ବର ଶ୍ରୀ ଜଗନ୍ନାଥ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ଠାରେ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଯୋଗଦେଇ ସମସ୍ତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ କୁ ରବିବାର ଦିନ ୩ଘଟିକାରେ ସମାପନ କରାଯାଇଥିଲା।
Read More News
T & CPrivacy PolicyContact Us