This browser does not support the video element.
ନୂଆପଡା: କେରାପଦର ସ୍ଥିତ ଦ୍ୱାରଶେନୀ ହାଇସ୍କୁଲରେ ଜଳବାୟୁ ପରିବର୍ତ୍ତନ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ
Nuapada, Nuapada | Sep 29, 2025
ବୋଡେନ ବ୍ଲକ ଅନ୍ତର୍ଗତ କେରାପଦର ଗ୍ରାମ ସ୍ଥିତ ଦ୍ୱାରଶେନୀ ହାଇସ୍କୁଲ ଠାରେ ଅନୁଷ୍ଠିତ ଜଳବାୟୁ ପରିବର୍ତ୍ତନ ଉପରେ ଏକ ଆଲୋଚନା ଚକ୍ର ଆଜି ୨ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲୀ ମାଝୀ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବରେ ବିଜେଡ଼ି ଜିଲ୍ଲା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ ଯୋଗଦାନ କରି ଜଳବାୟୁ ପରିବର୍ତ୍ତନ ଉପରେ ମତ ରଖିଥିଲେ। ଏଥିରେ ହାଇସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ।