Download Now Banner

This browser does not support the video element.

ବରଗଡ: ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ଠାରେ ଜିଲ୍ଲା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା ଉଦଯାପିତ ହେଲା

Bargarh, Bargarh (Baragarh) | Sep 13, 2025
ଜିଲ୍ଳା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା ଶନିବାର ସନ୍ଧ୍ୟା 5 ଘଣ୍ଟା ସମୟରେ ଉଦଯାପିତ ହୋଇଯାଇଛି | ବରଗଡ଼ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ଠାରେ ଜିଲ୍ଲା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା ଆଜି ଉଦଯାପିତ ହୋଇ ଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ରଜନୀକାନ୍ତ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ଓ ବିନୟ ପ୍ରକାଶ ସଏ ଯୋଗଦାନ କରି କାର୍ଯ୍ଯକ୍ରମକୁ ଆରମ୍ଭ କରିଥିଲେ।
Read More News
T & CPrivacy PolicyContact Us