This browser does not support the video element.
ଖଲ୍ଲିକୋଟ୍: ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପରିସରରେ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ଦୁଇ ବିଧାୟକ
Khalikote, Ganjam | Sep 6, 2025
ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପରିସରରେ ଆଜି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଦିନ ୧୨ ଟା ସମୟରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଛତ୍ରପୁର ଉପଜିଲାପାଳ ଡ.ଶିବାଶିଶ ବରାଳ ପ୍ରମୁଖ ଯୋଗଦେଇ ପୁରୁଷୋତ୍ତମପୁର ବ୍ଲକ ଓ ଏନଏସି ର ପ୍ରାୟ ୭୦୦ ଜଣଙ୍କୁ ପଟ୍ଟା ବଣ୍ଟନ କରିଥିଲେ ।