Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ବାରିପଦା ପୌର ପରିଷଦ ଆନୁକୁଲ୍ୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର; କଲ୍ୟାଣ ମଣ୍ଡପରେ ମତଦେଲେ ନଗରପାଳ ଓ ବାରିପଦା ଉପ ଜିଲ୍ଲାପାଳ
Baripada M, Mayurbhanj | Sep 1, 2025
ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ୨୦୨୫ ପାଳନ ଅବସରରେ ସୋମବାର ଦିନ ପ୍ରାୟ ୧୦ଟାରେ ବାରିପଦା ପୌର ପରିଷଦ ଆନୁକୁଲ୍ୟରେ ମ୍ୟୁନିସିପାଲଟି କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଛି ସ୍ୱେଚ୍ଛାକୃତ ରକ୍ତଦାନ ଶିବିର। ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତିଙ୍କ ପୌରାହିତ୍ୟରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ବାରିପଦା ଉପ ଜିଲ୍ଲାପାଳ ଡ଼ ଦୟାସିନ୍ଧୁ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଏନେଇ ସେଠାରେ ବାରିପଦା ନଗରପାଳ ଓ ବାରିପଦା ଉପ ଜିଲ୍ଲାପାଳ ପ୍ରତିକ୍ରିୟା ଦେଇଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!